2 Kings 17:22 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲୀମାନେ ୟାରବିଯାମଙ୍କ କୃତ ସମସ୍ତ ପାପ କଲେ। ସମାନେେ ତାଙ୍କ ସହେି ପାପଗୁଡିକ କରିବାରୁ ବିମୁଖ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମ୍ଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲୀୟମାନେ ଯାରବିୟାମଙ୍କ କୃତ ସମସ୍ତ ପାପ କଲେ। ସେମାନେ ତାଙ୍କ ସେହି ପାପଗୁଡ଼ିକ କରିବାରୁ ବିମୁଖ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲ ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।