2 Kings 17:23 — Compare Translations
5 translations compared side by side
Odia - 1840
"ଶଷେ ରେ ସଦାପ୍ରଭୁ ଆପଣା ଭବିଷ୍ଯତବକ୍ତା ସବେକମାନଙ୍କ ଦ୍ବାରା ଯେପରି କହିଥିଲେ ତଦନୁସା ରେ ଇଶ୍ରାୟେଲକୁ ସେ ନିଜ କୃପାଦୃଷ୍ଟିରୁ ଦୁ ରଇେ ଦେଲେ। ତେଣୁ ଇଶ୍ରାୟେଲୀୟମାନେ ଇଶ୍ରାୟେଲରୁ ନିର୍ବାସିତ ହାଇେ ଅଶୂର ରେ ରହିଲେ। ସମାନେେ ଆଜିୟାଏ ସଠାେରେ ରହି ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ-ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ । ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜିଯାଏ ସେଠାରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ ସଦାପ୍ରଭୁ ଆପଣା ଭବିଷ୍ୟଦ୍ବକ୍ତା ସେବକମାନଙ୍କ ଦ୍ୱାରା ଯେପରି କହିଥିଲେ ତଦନୁସାରେ ଇସ୍ରାଏଲକୁ ସେ ନିଜ କୃପାଦୃଷ୍ଟିରୁ ଦୂରେଇ ଦେଲେ। ତେଣୁ ଇସ୍ରାଏଲୀୟମାନେ ଇସ୍ରାଏଲରୁ ନିର୍ବାସିତ ହୋଇ ଅଶୂରରେ ରହିଲେ। ସେମାନେ ଆଜିଯାଏ ସେଠାରେ ରହି ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।