2 Kings 17:24 — Compare Translations
5 translations compared side by side
Odia - 1840
"ଅନନ୍ତର ଅଶୂରର ରାଜା ବାବିଲ୍, କୂଥା, ଅଦ୍ଦା, ହମାତ୍ ଓ ସଫର୍ବଯିମଠାରୁ ଲୋକ ଆଣି ଇଶ୍ରାୟେଲୀୟମାନଙ୍କ ବଦଳ ରେ ଶମରିଯାର ବିଭିନ୍ନ ନଗର ରେ ସ୍ଥାପନ କଲେ। ତହୁଁ ସମାନେେ ଶମରିଯା ଅଧିକାର କରି ସଠାେରେ ନାନା ନଗର ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅଶୂରର ରାଜା, ବାବିଲ ଓ କୂଥା ଓ ଅଦ୍ଦା ଓ ହମାତ୍ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
Foreigners Settle in Israel ଅନନ୍ତର ଅଶୂରର ରାଜା ବାବିଲ୍, କୂଥା, ଅବ୍ବା, ହମାତ୍ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲୀୟମାନଙ୍କ ବଦଳରେ ଶମରିୟାର ବିଭିନ୍ନ ନଗରରେ ସ୍ଥାପନ କଲେ। ତହୁଁ ସେମାନେ ଶମରିୟା ଅଧିକାର କରି ସେଠାରେ ନାନା ନଗରରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।