2 Kings 17:25 — Compare Translations

5 translations compared side by side

Odia - 1840
"ଏହି ଲୋକମାନେ ଶମରିଯା ରେ ଯେତବେେଳେ ବାସ କରିବାକୁ ଆରମ୍ଭ କଲେ ସେତବେେଳେ ସମାନେେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ତେଣୁ ସଦାପ୍ରଭୁ ସମାନଙ୍କେୁ ଆକ୍ରମଣ କରିବାକୁ ସିଂହ ପଠାଇଲେ। ସିଂହମାନେ ଲୋକମାନଙ୍କ ମଧ୍ଯରୁ କେତକଙ୍କେୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ; ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ଶମରିୟାରେ ଯେତେବେଳେ ବାସ କରିବାକୁ ଆରମ୍ଭ କଲେ ସେତେବେଳେ ସେମାନେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ତେଣୁ ସଦାପ୍ରଭୁ ସେମାନଙ୍କୁ ଆକ୍ରମଣ କରିବାକୁ ସିଂହ ପଠାଇଲେ। ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।