2 Kings 17:26 — Compare Translations

5 translations compared side by side

Odia - 1840
"ଏଣୁ କେତକେ ଲୋକ ଅଶୁରର ରାଜାକୁ କହିଲେ, ଆପଣ ଯେଉଁ ଲୋକମାନଙ୍କୁ ନିର୍ବାସିତ କଲେ ଓ ଶମରିଯା ରେ ରଖିଲେ, ସହେି ଦେଶର ଦବେତାମାନଙ୍କର ନିଯମ ଜାଣନ୍ତି ନାହିଁ। ତେଣୁ ସେ ସମାନଙ୍କେୁ ହତ୍ଯା କରିବାକୁ ପଠାଉଛନ୍ତି। କାରଣ ସହେି ଲୋକମାନେ ସହେି ଦେଶ ଦବେତାଙ୍କ ବ୍ଯବସ୍ଥା ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ; ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ କେତେକ ଲୋକ ଅଶୁରର ରାଜାକୁ କହିଲେ, “ଆପଣ ଯେଉଁ ଲୋକମାନଙ୍କୁ ନିର୍ବାସିତ କଲେ ଓ ଶମରିୟାରେ ରଖିଲେ, ସେହି ଦେଶର ଦେବତାମାନଙ୍କର ନିୟମ ଜାଣନ୍ତି ନାହିଁ। ତେଣୁ ସେ ସେମାନଙ୍କୁ ହତ୍ୟା କରିବାକୁ ପଠାଉଛନ୍ତି। କାରଣ ସେହି ଲୋକମାନେ ସେହି ଦେଶର ଦେବତାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, “ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।”