2 Kings 17:27 — Compare Translations
5 translations compared side by side
Odia - 1840
"ତେଣୁ ଅଶୂର ରାଜା ସମାନଙ୍କେୁ ଆଜ୍ଞାଦଇେ କହିଲା, ତୁମ୍ଭମାନେେ ସଠାରୁେ ଯେଉଁ ଯାଜକମାନଙ୍କୁ ବାଛିଅଛ। ସମାନଙ୍କେ ମଧ୍ଯରୁ ସଠାେକୁ ନଇୟୋଅ, ସମାନେେ ସଠାେକୁ ୟାଇ ବାସ କରନ୍ତୁ ଓ ସେ ସ୍ବଦେଶୀଯ ଦବେତାର ବିଧି ଲୋକମାନଙ୍କୁ ଶିଖାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇ ଯାଅ; ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅଶୂର ରାଜା ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ବାଛିଅଛ, ସେମାନଙ୍କ ମଧ୍ୟରୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେ ସ୍ୱଦେଶୀୟ ଦେବତାର ବିଧି ଲୋକମାନଙ୍କୁ ଶିଖାଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇ ଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।”