2 Kings 17:28 — Compare Translations

5 translations compared side by side

Odia - 1840
"ତେଣୁ ଅଶୂରର ଲୋକମାନେ ଶମରିଯାରୁ ଆଣିଥିବା ଯାଜକମାନଙ୍କ ମଧ୍ଯରୁ ଜଣକୁ ବୈଥଲକେୁ ନଇଗେଲେ। ସେ ଯାଜକ ସଦାପ୍ରଭୁଙ୍କୁ କିପରି ଭୟକରିବା ଉଚିତ୍, ତାହା ସମାନଙ୍କେୁ ଶିକ୍ଷା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବୈଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅଶୂରର ଲୋକମାନେ ଶମରିୟାରୁ ଆଣିଥିବା ଯାଜକମାନଙ୍କ ମଧ୍ୟରୁ ଜଣକୁ ବୈଥେ‌ଲ୍‌କୁ ନେଇଗଲେ। ସେ ଯାଜକ ସଦାପ୍ରଭୁଙ୍କୁ କିପରି ଭୟ କରିବା ଉଚିତ୍, ତାହା ସେମାନଙ୍କୁ ଶିକ୍ଷା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍‍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍‍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା।