2 Kings 17:29 — Compare Translations

5 translations compared side by side

Odia - 1840
"ମାତ୍ର ପ୍ରେତ୍ୟକକ ଗୋଷ୍ଠୀ ଆପଣା ଆପଣା ଦବେତା ନିର୍ମାଣ କଲେ। ସମାନେେ ତାଙ୍କର ଦବେତାମାନଙ୍କୁ ଉଚ୍ଚସ୍ଥାନମାନଙ୍କ ରେ ପୂଜା କଲେ। ଯେଉଁ ସବୁ ମନ୍ଦିର ଶମରିଯା ଲୋକମାନେ ନିର୍ମାଣ କରିଥିଲେ, ତହିଁ ମଧ୍ଯରୁ ସମାନେେ ମିଥ୍ଯା ଦବେତାମାନଙ୍କୁ ସମାନଙ୍କେର ସମସ୍ତ ନଗରଗୁଡିକରେ ସ୍ଥାପନ କଲେ। ଯେଉଁଠା ରେ ସମାନେେ ବାସସ୍ଥଳୀ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ଦେବତା ନିର୍ମାଣ କଲେ। ସେମାନେ ତାଙ୍କର ଦେବତାମାନଙ୍କୁ ଉଚ୍ଚସ୍ଥାନମାନଙ୍କରେ ପୂଜା କଲେ। ଯେଉଁସବୁ ମନ୍ଦିର ଶମରିୟାର ଲୋକମାନେ ନିର୍ମାଣ କରିଥିଲେ, ତହିଁ ମଧ୍ୟରୁ ସେମାନେ ମିଥ୍ୟା ଦେବତାମାନଙ୍କୁ ସେମାନଙ୍କର ସମସ୍ତ ନଗରଗୁଡ଼ିକରେ ସ୍ଥାପନ କଲେ। ଯେଉଁଠାରେ ସେମାନେ ବାସସ୍ଥଳୀ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।