2 Kings 17:30 — Compare Translations

5 translations compared side by side

Odia - 1840
"ପୁଣି ବାବିଲୀଯ ଲୋକମାନେ ସୁକ୍ଳୋତ୍-ବନୋତ୍ ମିଥ୍ଯା ଦବେତା ତିଆରି କଲେ। ହମାତୀଯ ଲୋକମାନେ ଅଶୀମା ମିଥ୍ଯା ଦବେତା ତିଆରି କଲେ ଓ କୂଥୀଯ ଲୋକମାନେ ମଧ୍ଯ ର୍ନଗେଲ ମିଥ୍ଯା ଦବେତା ମାନ ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍-ବନୋତ୍ ନିର୍ମାଣ କଲେ ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବାବିଲୀୟ ଲୋକମାନେ ସୁ‌କ୍‌କୋତ୍-ବନୋତ୍ ମିଥ୍ୟା ଦେବତା ତିଆରି କଲେ। ହମାତୀୟ ଲୋକମାନେ ଅଶୀମା ମିଥ୍ୟା ଦେବତା ତିଆରି କଲେ ଓ କୂଥୀୟ ଲୋକମାନେ ମଧ୍ୟ ନେର୍ଗଲ ମିଥ୍ୟା ଦେବତା ମାନ ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍‍ ବନୋତ୍‍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି ବାବିଲୀୟ ଲୋକମାନେ ସୁକ୍‍‌‌କୋତ୍‍ ବନୋତ୍‍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,