2 Kings 17:31 — Compare Translations

5 translations compared side by side

Odia - 1840
"ଅଦ୍ଦୀଯ ଲୋକମାନେ ନିଭସ୍ ଓ ତିର୍ତ୍ତକ୍ ମିଥ୍ଯା ଦବେତାମାନଙ୍କୁ ତିଆରି କଲେ ଓ ସଂପର୍କୀଯ ଲୋକମାନେ ସଫର୍ବଯିମର ଅଦ୍ରମ୍ମଲେକ୍ ଓ ଅନମ୍ମଲେକ୍ ଦବେତାମାନଙ୍କ ଉଦ୍ଦେଶ୍ଯ ରେ ନିଜ ନିଜ ସନ୍ତାନମାନଙ୍କୁ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଅବ୍ବୀୟ ଲୋକମାନେ ନିଭସ୍ ଓ ତର୍ତ୍ତକ୍ ନିର୍ମାଣ କଲେ ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ବୀୟ ଲୋକମାନେ ନିଭସ୍ ଓ ତିର୍ତ୍ତକ୍ ମିଥ୍ୟା ଦେବତାମାନଙ୍କୁ ତିଆରି କଲେ ଓ ସମ୍ପର୍କୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ନିଜ ନିଜ ସନ୍ତାନମାନଙ୍କୁ ଦ‌ଗ୍‌ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଅବ୍ବୀୟ ଲୋକମାନେ ନିଭସ୍‍ ଓ ତର୍ତ୍ତକ୍‍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍‍ ଓ ଅନମ୍ମେଲକ୍‍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଓ ଅବ୍ବୀୟ ଲୋକମାନେ ନିଭସ୍‍ ଓ ତର୍ତ୍ତକ୍‍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍‍ ଓ ଅନମ୍ମେଲକ୍‍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ।