2 Kings 17:32 — Compare Translations

5 translations compared side by side

Odia - 1840
"ସମାନେେ ମଧ୍ଯ ସଦାପ୍ରଭୁଙ୍କୁ ଉପାସନା କଲେ। ସମାନେେ ଉଚ୍ଚସ୍ଥଳୀ ରେ ଯାଜକଗଣଙ୍କୁ ନିୟୁକ୍ତ କଲେ। ସମାନେେ ସମାନଙ୍କେୁ ଲୋକମାନଙ୍କ ମଧ୍ଯରୁ ବାଛିଲେ। ଏହି ଯାଜକମାନେ ସହେି ଉଚ୍ଚସ୍ଥଳୀ ରେ ମନ୍ଦିରସବୁ ରେ ପଶୁଗୁଡିକ ବଳିଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ-ସବୁର ଯାଜକମାନଙ୍କୁ ନିଯୁକ୍ତ କଲେ; ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ସଦାପ୍ରଭୁଙ୍କୁ ଉପାସନା କଲେ। ସେମାନେ ଉଚ୍ଚସ୍ଥଳୀରେ ଯାଜକଗଣଙ୍କୁ ନିଯୁକ୍ତ କଲେ। ସେମାନେ ସେମାନଙ୍କୁ ଲୋକମାନଙ୍କ ମଧ୍ୟରୁ ବାଛିଲେ। ଏହି ଯାଜକମାନେ ସେହି ଉଚ୍ଚସ୍ଥଳୀରେ ମନ୍ଦିରସବୁରେ ପଶୁଗୁଡ଼ିକ ବଳିଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ ସବୁର ଯାଜକମାନଙ୍କୁ ମଧ୍ୟ ନିଯୁକ୍ତ କଲେ। ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ ସବୁର ଯାଜକମାନଙ୍କୁ ମଧ୍ୟ ନିଯୁକ୍ତ କଲେ। ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।