2 Kings 17:34 — Compare Translations

5 translations compared side by side

Odia - 1840
"ସମାନେେ ଆଜି ପର୍ୟ୍ଯନ୍ତ ମଧ୍ଯ ପୂର୍ବବିଧି ଅନୁସାରେ ଚଳୁଛନ୍ତି। ସମାନେେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି। ଇଶ୍ରାୟେଲୀୟମାନଙ୍କର ବିଧି ଓ ଆଜ୍ଞା ସମାନେେ ପାଳନ କରୁ ନାହାନ୍ତି। ସଦାପ୍ରଭୁ ଯାକୁବର ସନ୍ତାନଗଣଙ୍କୁ ଇଶ୍ରାୟେଲ ନାମ ଦଇେଥିଲେ। ସମାନେେ ସଦାପ୍ରଭୁଙ୍କର ବ୍ଯବସ୍ଥା ଓ ଆଜ୍ଞା ପାଳନ କରୁ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ପୂର୍ବବିଧି ଅନୁସାରେ ଚଳୁଛନ୍ତି। ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି। ଇସ୍ରାଏଲୀୟମାନଙ୍କର ବିଧି ଓ ଆଜ୍ଞା ସେମାନେ ପାଳନ କରୁ ନାହାନ୍ତି। ସଦାପ୍ରଭୁ ଯାକୁବର ସନ୍ତାନଗଣଙ୍କୁ ଇସ୍ରାଏଲ ନାମ ଦେଇଥିଲେ। ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଓ ଆଜ୍ଞା ପାଳନ କରୁ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)