2 Kings 17:35 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସନ୍ତାନମାନଙ୍କ ସହିତ ସଦାପ୍ରଭୁ ଚୁକ୍ତି କଲେ ଏବଂ ସମାନଙ୍କେୁ ଆଜ୍ଞା ଦେଲେ, ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କୁ ନିଶ୍ଚଯ ପୂଜା କରିବ ନାହିଁ କିମ୍ବା ସମାନଙ୍କେର ସବୋ କରିବ ନାହିଁ। ତୁମ୍ଭେ ସମାନଙ୍କେୁ ନିଶ୍ଚଯ ଭୟ କରିବ ନାହିଁ କିମ୍ବା ସମାନଙ୍କେର ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯାକୁବ-ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସନ୍ତାନମାନଙ୍କ ସହିତ ସଦାପ୍ରଭୁ ଚୁକ୍ତି କଲେ ଏବଂ ସେମାନଙ୍କୁ ଆଜ୍ଞା ଦେଲେ, “ତୁମ୍ଭେମାନେ ଅନ୍ୟ ଦେବତାମାନଙ୍କୁ ନିଶ୍ଚୟ ପୂଜା କରିବ ନାହିଁ କିମ୍ବା ସେମାନଙ୍କର ସେବା କରିବ ନାହିଁ। ତୁମ୍ଭେ ସେମାନଙ୍କୁ ନିଶ୍ଚୟ ଭୟ କରିବ ନାହିଁ କିମ୍ବା ସେମାନଙ୍କର ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯାକୁବ ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ସେହି ଯାକୁବ ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ;