2 Kings 17:36 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କବଳେ ସଦାପ୍ରଭୁଙ୍କୁ ନିଶ୍ଚଯ ଭୟ କରିବ, ୟିଏ ମହାପରାକ୍ରମ ଦ୍ବାରା ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ। ତୁମ୍ଭମାନେେ ନିଶ୍ଚଯ ତାହାଙ୍କୁ ପ୍ରଣାମ କରିବ ଓ ତାଙ୍କୁ ଉପାସନା କରିବ ଏବଂ ତାଙ୍କ ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କେବଳ ସଦାପ୍ରଭୁଙ୍କୁ ନିଶ୍ଚୟ ଭୟ କରିବ, ଯିଏ ମହାପରାକ୍ରମ ଦ୍ୱାରା ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ। ତୁମ୍ଭେମାନେ ନିଶ୍ଚୟ ତାହାଙ୍କୁ ପ୍ରଣାମ କରିବ ଓ ତାଙ୍କୁ ଉପାସନା କରିବ ଏବଂ ତାଙ୍କ ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।