2 Kings 17:37 — Compare Translations

5 translations compared side by side

Odia - 1840
"ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେଉଁ ଯେଉଁ ବିଧି, ଶାସନବ୍ଯବସ୍ଥା ଓ ଶିକ୍ଷାସମୂହ ଲେଖି ଅଛନ୍ତି। ତୁମ୍ଭମାନେେ ତାହା ସଦାକାଳ ପାଳନ କରିବାକୁ ମନୋୟୋଗ କରିବ। ଆଉ ଅନ୍ୟ ଦବଗେଣଙ୍କୁ ତୁମ୍ଭମାନେେ ଭୟ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି ଓ ଶାସନ ଓ ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେଉଁ ଯେଉଁ ବିଧି, ଶାସନବ୍ୟବସ୍ଥା ଓ ଶିକ୍ଷାସମୂହ ଲେଖି ଅଛନ୍ତି। ତୁମ୍ଭେମାନେ ତାହା ସଦାକାଳ ପାଳନ କରିବାକୁ ମନୋଯୋଗ କରିବ। ଆଉ ଅନ୍ୟ ଦେବଗଣଙ୍କୁ ତୁମ୍ଭେମାନେ ଭୟ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।