2 Kings 17:38 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲି, ତୁମ୍ଭମାନେେ ପାଶୋରିବା ଉଚିତ୍ ନୁହଁ। ଅନ୍ୟ ଦବେତାମାନଙ୍କୁ ତୁମ୍ଭମାନେେ ଭୟ କିମ୍ବା ସମ୍ମାନ କରିବା ଉଚିତ୍ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ; କିଅବା ଅନ୍ୟ ଦେବଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲି, ତୁମ୍ଭେମାନେ ପାଶୋରିବା ଉଚିତ୍ ନୁହଁ। ଅନ୍ୟ ଦେବତାମାନଙ୍କୁ ତୁମ୍ଭେମାନେ ଭୟ କିମ୍ବା ସମ୍ମାନ କରିବା ଉଚିତ୍ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ।