2 Kings 17:39 — Compare Translations

5 translations compared side by side

Odia - 1840
"ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭମାନେେ କବଳେ ଭୟ ଓ ସମ୍ମାନ କରିବ ଓ ସେ ତୁମ୍ଭମାନଙ୍କୁ ସମସ୍ତ ଶତୃଠାରୁ ଉଦ୍ଧାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ କେବଳ ଭୟ ଓ ସମ୍ମାନ କରିବ ଓ ସେ ତୁମ୍ଭମାନଙ୍କୁ ସମସ୍ତ ଶତ୍ରୁଠାରୁ ଉଦ୍ଧାର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”