2 Kings 17:40 — Compare Translations
5 translations compared side by side
Odia - 1840
"ମାତ୍ର ଇଶ୍ରାୟେଲୀୟମାନେ ତାହା ଶୁଣିଲେ ନାହିଁ। ସମାନେେ ପୂର୍ବ ରୀତି ଅନୁସାରେ କାର୍ୟ୍ଯ କରି ଚାଲିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଇସ୍ରାଏଲୀୟମାନେ ତାହା ଶୁଣିଲେ ନାହିଁ। ସେମାନେ ପୂର୍ବ ରୀତି ଅନୁସାରେ କାର୍ଯ୍ୟ କରି ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନେ ତାହା ଶୁଣିଲେ ନାହିଁ ଓ ଆପଣାମାନଙ୍କ ପୂର୍ବ ରୀତି ଅନୁସାରେ କର୍ମ କଲେ।