2 Kings 17:41 — Compare Translations

5 translations compared side by side

Odia - 1840
"ଏହିପରି ଅନ୍ୟ ଗୋଷ୍ଠୀର ଲୋକମାନେ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କଲେ କିନ୍ତୁ ସମାନେେ ମଧ୍ଯ ଭଣ୍ତ ଦବେତାମାନଙ୍କର ସବୋ କଲେ। ସମାନଙ୍କେର ପୁତ୍ର ଓ ପୌତ୍ରଗଣ ମଧ୍ଯ ନିଜ ନିଜ ପୂର୍ବପୁରୁଷଗଣ ଯାହା କରିଥିଲେ, ସହେିପରି କାର୍ୟ୍ଯ କରି ଆସୁଛନ୍ତି। ସମାନେେ ଆଜି ପର୍ୟ୍ଯନ୍ତ ଏହିସବୁ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନ-ଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଅନ୍ୟ ଗୋଷ୍ଠୀର ଲୋକମାନେ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କଲେ କିନ୍ତୁ ସେମାନେ ମଧ୍ୟ ଭଣ୍ତ ଦେବତାମାନଙ୍କର ସେବା କଲେ। ସେମାନଙ୍କର ପୁତ୍ର ଓ ପୌତ୍ରଗଣ ମଧ୍ୟ ନିଜ ନିଜ ପୂର୍ବପୁରୁଷଗଣ ଯାହା କରିଥିଲେ, ସେହିପରି କାର୍ଯ୍ୟ କରି ଆସୁଛନ୍ତି। ସେମାନେ ଆଜି ପର୍ଯ୍ୟନ୍ତ ଏହିସବୁ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।