2 Kings 17:5 — Compare Translations

5 translations compared side by side

Odia - 1840
"ଅଶୁରର ରାଜା ଇଶ୍ରାୟେଲ ବହୁସ୍ଥାନଗୁଡିକୁ ଆକ୍ରମଣ କଲେ ଓ ଶମରିଯାକୁ ଆସି ତା' ବିରୁଦ୍ଧ ରେ ତିନି ବର୍ଷ ଧରି ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୁରର ରାଜା ଇସ୍ରାଏଲର ବହୁସ୍ଥାନଗୁଡ଼ିକୁ ଆକ୍ରମଣ କଲେ ଓ ଶମରିୟାକୁ ଆସି ତା’ ବିରୁଦ୍ଧରେ ତିନି ବର୍ଷ ଧରି ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅଶୂରର ରାଜା ସମସ୍ତ ଦେଶ ଆକ୍ରମଣ କଲା ଓ ଶମରୀୟାକୁ ଯାଇ ତାହା ତିନି ବର୍ଷ ପର୍ଯ୍ୟନ୍ତ ଅବରୋଧ କଲା।