2 Kings 17:6 — Compare Translations

5 translations compared side by side

Odia - 1840
"ହାେେଶୟ ରାଜତ୍ବର ନବମ ବର୍ଷ ରେ ଅଶୂରର ରାଜା ଶମରିଯା ଅଧିକାର କଲେ। ସେ ଇଶ୍ରାୟେଲୀୟମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା ଓ ସମାନଙ୍କେୁ ଓ ଗୋଶୋନ ନଗର ହାବୋର ନଦୀର ହଲହ ରେ ଓ ମାଦୀଯମାନଙ୍କ ନାନା ଦେଶ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ହୋଶେୟଙ୍କ ରାଜତ୍ୱର ନବମ ବର୍ଷରେ ଅଶୂରର ରାଜା ଶମରିୟା ଅଧିକାର କଲେ। ସେ ଇସ୍ରାଏଲୀୟମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା ଓ ସେମାନଙ୍କୁ ଗୋଶୋନ ନଗରର ହାବୋର ନଦୀର ହଲହରେ ଓ ମାଦୀୟମାନଙ୍କ ନାନା ଦେଶରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।