2 Kings 17:7 — Compare Translations

5 translations compared side by side

Odia - 1840
"ଏସବୁ ଘଟିବାର କାରଣ ହେଲା ଇଶ୍ରାୟେଲୀୟମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବର ବିରୁଦ୍ଧ ରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସମାନଙ୍କେୁ ମିଶରରୁ ଅଣାଇ ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସମାନଙ୍କେୁ ଉଦ୍ଧାର କରିଥିଲେ, ସମାନେେ ତାଙ୍କୁ ପୂଜା ନ କରି ଅନ୍ୟ ଦବେତାମାନଙ୍କୁ ପୂଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ଵର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ
Odia Bible ERV 2004 (ପବିତ୍ର ବାଇବଲ)
ଏସବୁ ଘଟିବାର କାରଣ ହେଲା ଇସ୍ରାଏଲୀୟମାନେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସେମାନଙ୍କୁ ମିଶରରୁ ଆଣି ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିଥିଲେ, ସେମାନେ ତାଙ୍କୁ ପୂଜା ନ କରି ଅନ୍ୟ ଦେବତାମାନଙ୍କୁ ପୂଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିର କାରଣ ଏହି, ଇସ୍ରାଏଲ-ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍‍, ମିସରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍‍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,