2 Kings 17:8 — Compare Translations

5 translations compared side by side

Odia - 1840
"ଜାତିମାନଙ୍କ ଦ୍ବାରା କରିଥିବା କାର୍ୟ୍ଯଗୁଡିକ ସମାନେେ କରିବାକୁ ଆରମ୍ଭ କଲେ। ଏଣୁ ସଦାପ୍ରଭୁ ଦେଶରୁ ପରିତ୍ଯାଗ କରିବାକୁ ବାଧ୍ଯ ହେଲେ, ଯେତବେେଳେ ଇଶ୍ରାୟେଲ ଲୋକମାନେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଜାତିମାନଙ୍କ ଦ୍ୱାରା କରିଥିବା କାର୍ଯ୍ୟଗୁଡ଼ିକ ସେମାନେ କରିବାକୁ ଆରମ୍ଭ କଲେ। ଏଣୁ ସଦାପ୍ରଭୁ ଦେଶରୁ ପରିତ୍ୟାଗ କରିବାକୁ ବାଧ୍ୟ ହେଲେ, ଯେତେବେଳେ ଇସ୍ରାଏଲ ଲୋକମାନେ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ଓ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।