2 Kings 17:9 — Compare Translations
5 translations compared side by side
Odia - 1840
"ଆଉମଧ୍ଯ ଇଶ୍ରାୟେଲୀମାନେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବିରୁଦ୍ଧ ରେ ଗୁପ୍ତ ପାପରେ ଲିପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଇସ୍ରାଏଲୀୟମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଗୁପ୍ତ ପାପରେ ଲିପ୍ତ ହେଲେ। ପୁଣି ଦୁର୍ଗଠାରୁ ଆରମ୍ଭ କରି ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଉଚ୍ଚସ୍ଥଳୀମାନ ସେମାନେ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଇସ୍ରାଏଲ ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।