2 Kings 18:1 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ରାଜା ଏଲାଙ୍କ ପୁତ୍ର, ହାେେଶୟଙ୍କ ରାଜତ୍ବର ତୃତୀୟ ବର୍ଷ ରେ ଅହସ୍ଙ୍କ ପୁତ୍ର ହିଜକିଯ ଯିହୁଦା ରେ ରାଜ୍ଯ ଶାସନ କରିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କର ଅଧିକାରର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସଙ୍କର ପୁତ୍ର ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାରେ ହିଜକିୟଙ୍କ ଶାସନ ଆରମ୍ଭ ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର, ହୋଶେୟଙ୍କ ରାଜତ୍ୱର ତୃତୀୟ ବର୍ଷରେ ଆହସଙ୍କ ପୁତ୍ର ହିଜକିୟ ଯିହୁଦାରେ ରାଜ୍ୟ ଶାସନ କରିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍‌ଙ୍କର ପୁତ୍ର ହିଜକୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍‌ଙ୍କର ପୁତ୍ର ହିଜକୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।