2 Kings 18:10 — Compare Translations

5 translations compared side by side

Odia - 1840
"ତୃତୀୟ ବର୍ଷ ଶଷେ ରେ ସମାନେେ ତାକୁ ଅଧିକାର କଲେ। ହିଜକିଯଙ୍କ ରାଜତ୍ବର ଷଷ୍ଠ ବର୍ଷ ରେ ଓ ଇଶ୍ରାୟେଲର ରାଜା ହାେେଶୟଙ୍କ ରାଜତ୍ବର ନବମ ବର୍ଷ ରେ ଏହା ଅଧିକୃତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କର ଅଧିକାରର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୃତୀୟ ବର୍ଷ ଶେଷରେ ସେମାନେ ତାକୁ ଅଧିକାର କଲେ। ହିଜକିୟଙ୍କ ରାଜତ୍ୱର ଷଷ୍ଠ ବର୍ଷରେ ଓ ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ୱର ନବମ ବର୍ଷରେ ଏହା ଅଧିକୃତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।