2 Kings 18:11 — Compare Translations

5 translations compared side by side

Odia - 1840
"ଏହାପରେ ଅଶୂରର ରାଜା ଇଶ୍ରାୟେଲୀୟମାନଙ୍କୁ ବନ୍ଦୀ ରୂପେ ଅଶୂରକୁ ନଇେ ହଲହ ରେ, ହାବୋର ରେ, ଗୋଶନ ନଦୀ କୂଳ ରେ ଓ ମାଦୀଯମାନଙ୍କ ବିଭିନ୍ନ ନଗର ରେ ସମାନଙ୍କେୁ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅଶୂରର ରାଜା ଇସ୍ରାଏଲୀୟମାନଙ୍କୁ ବନ୍ଦୀ ରୂପେ ଅଶୂରକୁ ନେଇ ହଲହରେ, ହାବୋରରେ, (ଗୋଶନ୍ ନଦୀ କୂଳରେ) ଓ ମାଦୀୟମାନଙ୍କ ବିଭିନ୍ନ ନଗରରେ ସେମାନଙ୍କୁ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।