2 Kings 18:12 — Compare Translations
5 translations compared side by side
Odia - 1840
"ଏସବୁ ଘଟିବାର କାରଣ ହେଲା ସମାନେେ ଆପଣା ସଦାପ୍ରଭୁ ପରମେଶ୍ବରଙ୍କୁ ମାନିଲେ ନାହିଁ। ପୁଣି ସଦାପ୍ରଭୁଙ୍କର ଚୁକ୍ତିକୁ ସମାନେେ ଭାଙ୍ଗିଲେ ଓ ସଦାପ୍ରଭୁଙ୍କ ସବେକ ମାଶାଙ୍କେର ସମସ୍ତ ଆଜ୍ଞା ମାନିଲେ ନାହିଁ। ଆଉ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏସବୁ ଘଟିବାର କାରଣ ହେଲା ସେମାନେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଲେ ନାହିଁ। ପୁଣି ସଦାପ୍ରଭୁଙ୍କର ଚୁକ୍ତିକୁ ସେମାନେ ଭାଙ୍ଗିଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ମାନିଲେ ନାହିଁ। ଆଉ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞାଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା-ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।