2 Kings 18:13 — Compare Translations

5 translations compared side by side

Odia - 1840
"ଅନନ୍ତର ହିଜକିଯଙ୍କର ରାଜତ୍ବର ଚତୁଃର୍ଦ୍ଦଶ ବର୍ଷ ରେ ଅଶୂରର ରାଜା ସନ୍ ହରେୀଦ୍ ଯିହୁଦାର ସମସ୍ତ ପ୍ରାଚୀର ବେଷ୍ଟିତ ନଗର ଅବରୋଧ କରି ତାକୁ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ହିଜକୀୟ ରାଜାଙ୍କର ଅଧିକାରର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ପ୍ରତିକୂଳରେ ଆସି ତାହାସବୁ ହସ୍ତଗତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂର ଯିହୁଦା ଅଧିକାର କରିବାକୁ ପ୍ରସ୍ତୁତ ହୁଏ ଅନନ୍ତର ହିଜକିୟଙ୍କର ରାଜତ୍ୱର ଚତୁଃର୍ଦ୍ଦଶ ବର୍ଷରେ ଅଶୂରର ରାଜା ସ‌ନ୍‌ହେରୀଦ୍ ଯିହୁଦାର ସମସ୍ତ ପ୍ରାଚୀର ବେଷ୍ଟିତ ନଗର ଅବରୋଧ କରି ତାକୁ ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।