2 Kings 18:15 — Compare Translations
5 translations compared side by side
Odia - 1840
"ତେଣୁ ହିଜକିଯ ସଦାପ୍ରଭୁଙ୍କ ମନ୍ଦିର ରେ ଓ ରାଜଗୃହର ଭଣ୍ତାରମାନ ରେ ଥିବା ସମସ୍ତ ରୂପା ତାଙ୍କୁ ଦଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ତାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହିଜକିୟ ସଦାପ୍ରଭୁଙ୍କ ମନ୍ଦିରରେ ଓ ରାଜଗୃହର ଭଣ୍ତାରମାନରେ ଥିବା ସମସ୍ତ ରୂପା ତାଙ୍କୁ ଦେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ।