2 Kings 18:16 — Compare Translations

5 translations compared side by side

Odia - 1840
"ସେ ସମୟରେ ହିଜକିଯ ସଦାପ୍ରଭୁଙ୍କ ମନ୍ଦିର ଦ୍ବାର ଦେଶ ରେ ଓ ସ୍ତମ୍ଭମାନଙ୍କ ରେ ଯେଉଁ ସୁବର୍ଣ୍ଣ ମଣ୍ତନ କରିଥିଲେ ସେ ସବୁ କାଟି ଅଶୂରର ରାଜାଙ୍କୁ ଅର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ଵାରା ମଣ୍ତିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ହିଜକିୟ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାର ଦେଶରେ ଓ ସ୍ତମ୍ଭମାନଙ୍କରେ ଯେଉଁ ସୁବର୍ଣ୍ଣ ମଣ୍ତନ କରିଥିଲେ ସେ ସବୁ କାଟି ଅଶୂରର ରାଜାଙ୍କୁ ଅର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ୱାରା ମଣ୍ଡିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ହିଜକୀୟ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରସବୁରୁ ଓ ଯିହୁଦାର ରାଜା ହିଜକୀୟଙ୍କ ଦ୍ୱାରା ମଣ୍ଡିତ ସ୍ତମ୍ଭସବୁରୁ ସୁବର୍ଣ୍ଣ କାଟି ଅଶୂରର ରାଜାକୁ ଦେଲେ।