2 Kings 18:17 — Compare Translations
5 translations compared side by side
Odia - 1840
"ଅନନ୍ତର ଅଶୂରର ରାଜା ତାଙ୍କ ତିନିଜଣ ମୁଖ୍ଯ ସନୋଧକ୍ଷ୍ଯ ତର୍ତ୍ତନ, ରବସାରୀସ୍, ଓ ରବ୍ଶାକିଙ୍କୁ ମହାସୈନ୍ଯ ସହିତ ୟିରୁଶାଲମ ରେ ହିଜକିଯ ରାଜା ନିକଟକୁ ପଠାଇଲେ। ତହୁଁ ସମାନେେ ଲଖୀସରୁ ୟାତ୍ରା କରି ୟିରୁଶାଲମକୁ ଆସିଲେ। ସମାନେେ ସଠାେରେ ପହଞ୍ଚି ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅଶୂରର ରାଜା ଲାଖୀଶ୍ଠାରୁ ତର୍ତ୍ତନ ଓ ରବ୍ସାରୀସ୍ ଓ ରବ୍ଶାକିକି ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ କତିକି ପଠାଇଲା । ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ । ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରର ରାଜା ଯିରୁଶାଲମକୁ ଲୋକ ପ୍ରେରଣ କରନ୍ତି ଅନନ୍ତର ଅଶୂରର ରାଜା ତାଙ୍କ ତିନି ଜଣ ମୁଖ୍ୟ ସେନାଧ୍ୟକ୍ଷ ତର୍ତ୍ତନ, ରବସାରୀସ୍, ଓ ରବ୍ଶାକିଙ୍କୁ ମହାସୈନ୍ୟ ସହିତ ଯିରୁଶାଲମରେ ହିଜକିୟ ରାଜା ନିକଟକୁ ପଠାଇଲେ। ତହୁଁ ସେମାନେ ଲଖୀସରୁ ଯାତ୍ରା କରି ଯିରୁଶାଲମକୁ ଆସିଲେ। ସେମାନେ ସେଠାରେ ପହଞ୍ଚି ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍ଠାରୁ ତର୍ତ୍ତାନ ଓ ରବ୍ସାରୀସ୍ ଓ ରବ୍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)