2 Kings 18:19 — Compare Translations

5 translations compared side by side

Odia - 1840
"ସନୋଧ୍ଯକ୍ଷମାନଙ୍କ ମଧ୍ଯରୁ ରବଶାକି ସମାନଙ୍କେୁ କହିଲା, ତୁମ୍ଭମାନେେ ହିଜକିଯଙ୍କୁ କୁହ, ମହାରାଜା ଅଶୂରର ରାଜା ଏହି କଥା କୁହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ?
Odia Bible ERV 2004 (ପବିତ୍ର ବାଇବଲ)
ସେନାଧ୍ୟକ୍ଷମାନଙ୍କ ମଧ୍ୟରୁ ର‌ବ୍‌ଶାକି ସେମାନଙ୍କୁ କହିଲା, “ତୁମ୍ଭେମାନେ ହିଜକିୟଙ୍କୁ କୁହ, ମହାରାଜା ଅଶୂରର ରାଜା ଏହି କଥା କୁହନ୍ତି, ‘ତୁମ୍ଭେ ଯେଉଁ ବିଶ୍ୱାସ କରୁଛ, ତାହା କି ପ୍ରକାର ବିଶ୍ୱାସ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ “ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ‘ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, “ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?