2 Kings 18:2 — Compare Translations
5 translations compared side by side
Odia - 1840
"ହିଜକିଯ ପଚିଶ ବର୍ଷ ବଯସ୍କ ଥିଲେ ଯେତବେେଳେ ସେ ଶାସନ ଆରମ୍ଭ କଲେ ଓ ସେ ୟିରୁଶାଲମ ରେ ଅଣତିରିଶ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ଅବୀ ଓ ସେ ଜିଖରିଯଙ୍କର କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କର କନ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ପଚିଶ୍ ବର୍ଷ ବୟସ୍କ ଥିଲେ ଯେତେବେଳେ ସେ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଅବୀ ଓ ସେ ଜିଖରିୟଙ୍କର କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।