2 Kings 18:20 — Compare Translations
5 translations compared side by side
Odia - 1840
"ତୁମ୍ଭର ଏକଥା ନିରର୍ଥକ। କାରଣ ତୁମ୍ଭେ କୁହ, ୟୁଦ୍ଧ ରେ ଜଯଲାଭ କରିବା ପାଇଁ ମାରେ ବହୁତ ମନ୍ତ୍ରଣା ଓ ବଳ ଅଛି। କିନ୍ତୁ ତୁମ୍ଭେ କାହା ଉପରେ ନିର୍ଭର କର, ଯେ ହତେୁ ମାେ ବିପକ୍ଷ ରେ ବିଦ୍ରୋହ କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା । ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଏ କଥା ନିରର୍ଥକ। କାରଣ ତୁମ୍ଭେ କୁହ, “ଯୁଦ୍ଧରେ ଜୟଲାଭ କରିବା ପାଇଁ ମୋର ବହୁତ ମନ୍ତ୍ରଣା ଓ ବଳ ଅଛି।” କିନ୍ତୁ ତୁମ୍ଭେ କାହା ଉପରେ ନିର୍ଭର କର, ଯେହେତୁ ମୋ’ ବିପକ୍ଷରେ ବିଦ୍ରୋହ କରୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
Odia IRV 2017 (ଓଡିଆ ବାଇବେଲ)
ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?