2 Kings 18:22 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କହିପାର, ଆମ୍ଭମାନେେ ସଦାପ୍ରଭୁ ଆମ୍ଭ ପରମେଶ୍ବରଙ୍କ ଉପରେ ନିର୍ଭର ରଖୁଅଛୁ। କିନ୍ତୁ ମୁଁ ଜାଣେ ହିଜକିଯ ଯେଉଁ ଉଚ୍ଚସ୍ଥଳୀ ଓ ୟଜ୍ଞବଦେୀ ରେ ଲୋକମାନେ ପୂଜା କରୁଥିଲେ ସେ ସଗେୁଡିକୁ ଦୂ ରଇେ ଦଇେଛନ୍ତି ଆଉ ଯିହୁଦାକୁ ୟିରୁଶାଲମ୍କୁ କହିଛନ୍ତି ତୁମ୍ଭମାନେେ କବଳେ ୟିରୁଶାଲମ୍ର ୟଜ୍ଞବଦେୀ ନିକଟରେ ପୂଜା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କହିପାର, “ଆମ୍ଭେମାନେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ।” କିନ୍ତୁ ମୁଁ ଜାଣେ ହିଜକିୟ ଯେଉଁ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିରେ ଲୋକମାନେ ପୂଜା କରୁଥିଲେ ସେ ସେଗୁଡ଼ିକୁ ଦୂରେଇ ଦେଇଛନ୍ତି ଆଉ ଯିହୁଦାକୁ ଯିରୁଶାଲମକୁ କହିଛନ୍ତି “ତୁମ୍ଭେମାନେ କେବଳ ଯିରୁଶାଲମର ଯଜ୍ଞବେଦି ନିକଟରେ ପୂଜା କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହନ୍ତି?’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ‘ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ;’ ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ‘ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି?’