2 Kings 18:23 — Compare Translations
5 translations compared side by side
Odia - 1840
"ଏବେ ମୁଁ ବିନଯ କରୁଅଛି, ମାେ ମହାଶୟ, ଅଶୂରର ରାଜାଙ୍କ ସଙ୍ଗେ ଚୁକ୍ତି କର, ମୁଁ ତୁମ୍ଭଙ୍କୁ 2,000 ଅଶ୍ବ ଦବେି। ତୁମ୍ଭେ ଯଦି ପାରୁଛ ତବେେ ସମାନଙ୍କେ ଉପରେ ଚଢିବା ପାଇଁ ତୁମ୍ଭ ଆଡୁ ଲୋକ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ଵ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
‘ଏବେ ମୁଁ ବିନୟ କରୁଅଛି, ମୋ’ ମହାଶୟ, ଅଶୂରର ରାଜାଙ୍କ ସଙ୍ଗେ ଚୁକ୍ତି କର, ମୁଁ ତୁମ୍ଭଙ୍କୁ 2000 ଅଶ୍ୱ ଦେବି। ତୁମ୍ଭେ ଯଦି ପାରୁଛ ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
Odia IRV 2017 (ଓଡିଆ ବାଇବେଲ)
ଏବେ ମୁଁ ବିନୟ କରୁଅଛି, ମୋ’ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।