2 Kings 18:24 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାରେ ମହାଶୟଙ୍କ ଦାସମାନଙ୍କ ମଧ୍ଯରୁ ଏପରିକି ସବୁଠାରୁ ଦୁର୍ବଳ, କ୍ଷୁଦ୍ରତମ ସୈନ୍ଯକୁ ପରାସ୍ତ କରି ପାରିବ ନାହିଁ। ତୁମ୍ଭେ ରଥ ଓ ଅଶ୍ବାରୋହୀ ନିମନ୍ତେ ମିଶର ଦେଶ ଉପରେ ନିର୍ଭର କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ? କିରୂପେ ତୁମ୍ଭେ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର ମହାଶୟଙ୍କ ଦାସମାନଙ୍କ ମଧ୍ୟରୁ ଏପରିକି ସବୁଠାରୁ ଦୁର୍ବଳ, କ୍ଷୁଦ୍ରତମ ସୈନ୍ୟକୁ ପରାସ୍ତ କରି ପାରିବ ନାହିଁ। ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିଶର ଦେଶ ଉପରେ ନିର୍ଭର କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ତେବେ କିପରି ତୁମ୍ଭେ ମୋ’ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?