2 Kings 18:26 — Compare Translations

5 translations compared side by side

Odia - 1840
"ତା'ପରେ ହିଲକିଯର ପୁତ୍ର ଇଲିଯାକୀମ୍, ଶିବନ ଓ ୟୋଯାହ ରବଶାକିକୁ କହିଲେ, ବିନଯ କରୁଅଛୁ, ଆପଣ ଅରାମୀଯ ଭାଷା ରେ ଦାସମାନଙ୍କୁ କୁହନ୍ତୁ। ଆମ୍ଭମାନେେ ତାହା ବୁଝୁଅଛୁ। କିନ୍ତୁ ଆପଣ ୟିହୁଦୀଯ ଭାଷା ରେ କୁହନ୍ତୁ ନାହିଁ କାରଣ ପ୍ରାଚୀର ଉପରିସ୍ଥ ଲୋକମାନେ ଆମ୍ଭମାନଙ୍କ କଥା ଶୁଣି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହି‌ଲ୍‌‌‌କିୟର ପୁତ୍ର ଇଲିୟାକୀମ୍, ଶିବନ ଓ ଯୋୟାହ ରବ୍‌ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଦାସମାନଙ୍କୁ କୁହନ୍ତୁ। ଆମ୍ଭେମାନେ ତାହା ବୁଝୁଅଛୁ। କିନ୍ତୁ ଆପଣ ଯିହୁଦୀୟ ଭାଷାରେ କୁହନ୍ତୁ ନାହିଁ କାରଣ ପ୍ରାଚୀର ଉପରିସ୍ଥ ଲୋକମାନେ ଆମ୍ଭମାନଙ୍କ କଥା ଶୁଣି ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ଓ ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”
Odia IRV 2017 (ଓଡିଆ ବାଇବେଲ)