2 Kings 18:27 — Compare Translations

5 translations compared side by side

Odia - 1840
"କିନ୍ତୁ ଆଦେଶକାରୀ ସମାନଙ୍କେୁ କହିଲେ, ମାରେ ମହାଶୟ କବଳେ ତୁମ୍ଭର ମହାଶୟଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇ ନାହାନ୍ତି। ପ୍ରାଚୀର ଉପରେ ବସିଥିବା ଲୋକମାନଙ୍କୁ ମଧ୍ଯ ମୁଁ କହିବି। ମୁଁ ସମାନଙ୍କେୁ ଜଣାଇଦବୋକୁ ଗ୍ଭ ହେଁ ଯେ, ସମାନେେ ତୁମ୍ଭମାନଙ୍କ ସହିତ ସମାନଙ୍କେର ବିଷ୍ଠା ଖାଇବେ ଓ ସମାନଙ୍କେର ମୂତ୍ର ପିଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆଦେଶକାରୀ ସେମାନଙ୍କୁ କହିଲେ, “ମୋର ମହାଶୟ କେବଳ ତୁମ୍ଭର ମହାଶୟଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇ ନାହାନ୍ତି। ପ୍ରାଚୀର ଉପରେ ବସିଥିବା ଲୋକମାନଙ୍କୁ ମଧ୍ୟ ମୁଁ କହିବି। ମୁଁ ସେମାନଙ୍କୁ ଜଣାଇଦେବାକୁ ଗ୍ଭହେଁ ଯେ, ସେମାନେ ତୁମ୍ଭମାନଙ୍କ ସହିତ ସେମାନଙ୍କର ବିଷ୍ଠା ଖାଇବେ ଓ ସେମାନଙ୍କର ମୂତ୍ର ପିଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋ’ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ’ଣ ମୋତେ ପଠାଇ ନାହାନ୍ତି?”