2 Kings 18:28 — Compare Translations
5 translations compared side by side
Odia - 1840
"ତାପରେ ଆଦେଶକାରୀ ୟିହୁଦୀଯ ଭାଷା ରେ ଉଚ୍ଚସ୍ବର ରେ ଚିତ୍କାର କରି କହିଲେ, ତୁମ୍ଭମାନେେ ମହାରାଜ ଅଶୂରର ରାଜାଙ୍କ କଥାଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚୈସ୍ଵରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆଦେଶକାରୀ ଯିହୁଦୀୟ ଭାଷାରେ ଉଚ୍ଚସ୍ୱରରେ ଚିତ୍କାର କରି କହିଲେ, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥାଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚୈସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।