2 Kings 18:30 — Compare Translations
5 translations compared side by side
Odia - 1840
"ହିଜକିଯ ତୁମ୍ଭର ବିଶ୍ବାସ ସଦାପ୍ରଭୁଙ୍କଠା ରେ ନଜନ୍ମାଉ, ହିଜକିଯ କ ହେ, 'ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରିବେ। ଅଶୂରର ରାଜା ଏହି ନଗରକୁ ପରାସ୍ତ କରି ପାରିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ଵାସ ନ ଜନ୍ମାଉ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ତୁମ୍ଭର ବିଶ୍ୱାସ ସଦାପ୍ରଭୁଙ୍କଠାରେ ନ ଜନ୍ମାଉ, ହିଜକିୟ କହେ, “ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରିବେ। ଅଶୂରର ରାଜା ଏହି ନଗରକୁ ପରାସ୍ତ କରି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ। ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।
Odia IRV 2017 (ଓଡିଆ ବାଇବେଲ)
କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ।’ ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।