2 Kings 18:31 — Compare Translations

5 translations compared side by side

Odia - 1840
"ହିଜକିଯ କଥା ଶୁଣ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଜକୀୟର କଥା ଶୁଣ ନାହିଁ କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରିଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର;
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟଙ୍କ କଥା ଶୁଣ ନାହିଁ। ଅଶୂରର ରାଜା ଏହିକଥା କହନ୍ତି, ତୁମ୍ଭେମାନେ ମୋ’ ସହିତ ଶାନ୍ତି କର ଓ ମୋ’ ନିକଟକୁ ଆସ। ତାହାହେଲେ କେବଳ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ତା’ର ଦ୍ରାକ୍ଷାଲତାରୁ ଓ ଡିମ୍ବିରି ବୃକ୍ଷରୁ ଫଳ ଭୋଜନ କରି ପାରିବ ଓ ତା’ର ନିଜ କୂଅରୁ ଜଳପାନ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।
Odia IRV 2017 (ଓଡିଆ ବାଇବେଲ)
ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ‘ତୁମ୍ଭେମାନେ ମୋ’ ସଙ୍ଗେ ସନ୍ଧି କର ଓ ମୋ’ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।