2 Kings 18:32 — Compare Translations

5 translations compared side by side

Odia - 1840
"ଶଷେ ରେ ମୁଁ ଆସି ତୁମ୍ଭମାନଙ୍କର ସ୍ବଦେଶ ତୁଲ୍ଯ ଏକ ଦେଶକୁ ନଇୟିବେି ଯେଉଁଠା ରେ ଶସ୍ଯ, ଦ୍ରାକ୍ଷାରସ, ରୋଟୀ, ଦ୍ରାକ୍ଷାକ୍ଷେତ୍ର, ଜିତତୈଳ ଓ ମଧୂ ବିପୁଳ ପରିମାଣ ରେ ଅଛି, ସଠାେରେ ତୁମ୍ଭମାନେେ ବଞ୍ଚିବ ଓ ମରିବ ନାହିଁ। ମାତ୍ର ରାଜା ହିଜକିଯ କଥା ଶୁଣ ନାହିଁ। ତୁମ୍ଭମାନଙ୍କର ମନକୁ ବଦଳାଇବା ପାଇଁ ସେ ସବୁବେଳେ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୋଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ ନେଇଯିବି ଯେଉଁଠାରେ ଶସ୍ୟ, ଦ୍ରାକ୍ଷାରସ, ରୋଟୀ, ଦ୍ରାକ୍ଷାକ୍ଷେତ୍ର, ଜୀତତୈଳ ଓ ମଧୂ ବିପୁଳ ପରିମାଣରେ ଅଛି, ସେଠାରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ। ମାତ୍ର ରାଜା ହିଜକିୟଙ୍କ କଥା ଶୁଣ ନାହିଁ। ତୁମ୍ଭମାନଙ୍କର ମନକୁ ବଦଳାଇବା ପାଇଁ ସେ ସବୁବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।