2 Kings 18:35 — Compare Translations
5 translations compared side by side
Odia - 1840
"ନାନା ଗୋଷ୍ଠୀଯ ଦବେତାଗଣ ମଧ୍ଯରୁ କହେି ଆପଣା ଦେଶକୁ ମାେ ହସ୍ତରୁ ଉଦ୍ଧାର କରିଛି ଯେ ସଦାପ୍ରଭୁ ମାେ' ଠାରୁ ୟିରୁଶାଲମ୍କୁ ଉଦ୍ଧାର କରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ନାନା ଗୋଷ୍ଠୀୟ ଦେବତାଗଣ ମଧ୍ୟରୁ କେହି ଆପଣା ଦେଶକୁ ମୋ’ ହସ୍ତରୁ ଉଦ୍ଧାର କରିଛି ଯେ ସଦାପ୍ରଭୁ ମୋ’ଠାରୁ ଯିରୁଶାଲମକୁ ଉଦ୍ଧାର କରିବେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”
Odia IRV 2017 (ଓଡିଆ ବାଇବେଲ)
ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋ’ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”