2 Kings 18:37 — Compare Translations

5 translations compared side by side

Odia - 1840
"ହିଲ୍କିଯର ପୁତ୍ର ଇଲିଯାକୀମ ନାମକ ରାଜଗୃହାଧ୍ଯକ୍ଷ, ଶିବନ୍ ଲେଖକ ଓ ଆସଫର ପୁତ୍ର ୟୋଯାହ ନାମ ଇତିହାସ ଲେଖକ ନିଜ ନିଜ ବସ୍ତ୍ରସବୁ ଚିରି ହିଜିକିଯ ନିକଟକୁ ଆସି ଆଦେଶକାରୀ କଥାସବୁ ତାଙ୍କୁ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍ଶାକିର କଥାସବୁ ତାଙ୍କୁ ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହି‌ଲ୍‌‌‌କିୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ, ଶି‌ବ୍‌ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମ ଇତିହାସ ଲେଖକ ନିଜ ନିଜ ବସ୍ତ୍ରସବୁ ଚିରି ହିଜକିୟ ନିକଟକୁ ଆସି ଆଦେଶକାରୀ କଥାସବୁ ତାଙ୍କୁ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହିଲ୍‍କିୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।