2 Kings 18:5 — Compare Translations

5 translations compared side by side

Odia - 1840
"ହିଜକିଯ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କଠା ରେ ଦୃଢ ବିଶ୍ବାସ କରୁଥିଲେ। ଯିହୁଦାର କୌଣସି ରାଜା ତାଙ୍କ ପୁର୍ବବର୍ତ୍ତୀ ବା ପରବର୍ତ୍ତୀ ହିଜକିଯଙ୍କ ପରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ଦୃଢ଼ ବିଶ୍ୱାସ କରୁଥିଲେ। ଯିହୁଦାର କୌଣସି ରାଜା ତାଙ୍କ ପୂର୍ବବର୍ତ୍ତୀ ବା ପରବର୍ତ୍ତୀ ହିଜକିୟଙ୍କ ପରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।