2 Kings 18:6 — Compare Translations
5 translations compared side by side
Odia - 1840
"ସେ ସଦାପ୍ରଭୁଙ୍କର ଅତ୍ଯନ୍ତ ଆସକ୍ତ ଥିଲେ। ସେ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହାଇେ ନଥିଲେ। ଆଉ ସଦାପ୍ରଭୁ ମାଶାଙ୍କେୁ ଯେଉଁ ଆଜ୍ଞା ଦଇେଥିଲେ। ସେ ସମସ୍ତ ଆଜ୍ଞା ସେ ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସଦାପ୍ରଭୁଙ୍କର ଅତ୍ୟନ୍ତ ବିଶ୍ୱସ୍ତ ଥିଲେ। ସେ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହୋଇ ନ ଥିଲେ। ଆଉ ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ। ସେ ସମସ୍ତ ଆଜ୍ଞା ସେ ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।