2 Kings 18:8 — Compare Translations

5 translations compared side by side

Odia - 1840
"ସେ ଘସା ଓ ତହିଁର ସୀମା ପର୍ୟ୍ଯନ୍ତ ପ୍ରହରୀମାନଙ୍କ ଦୁର୍ଗ ଅବଧି ପ୍ରାଚୀରବେଷ୍ଟିତ ବଡ ଓ େଛାଟ ନଗରଗୁଡିକ ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟ-ମାନଙ୍କୁ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗ ଅବଧି ପ୍ରାଚୀରବେଷ୍ଟିତ ବଡ଼ ଓ ଛୋଟ ନଗରଗୁଡ଼ିକ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।