2 Kings 18:9 — Compare Translations
5 translations compared side by side
Odia - 1840
"ଅନନ୍ତର ଯିହୁଦାର ରାଜା ହିଜକିଯଙ୍କର ରାଜତ୍ବର ଚତୁର୍ଥ ବର୍ଷ ରେ ଓ ଇଶ୍ରାୟେଲର ରାଜା ଏଲାଙ୍କର ପୁତ୍ର ହାେେଶୟଙ୍କ ରାଜତ୍ବର ସପ୍ତମ ବର୍ଷ ରେ ଅଶୂରର ରାଜା ଶଲ୍ମନଷେର ଶମରିଯା ବିରୁଦ୍ଧ ରେ ୟୁଦ୍ଧ କରିବାକୁ ୟାଇ ତାଙ୍କୁ ଅବରୋଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହିଜକୀୟ ରାଜାଙ୍କ ଅଧିକାରର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କର ଅଧିକାରର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର୍ ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରୀୟମାନଙ୍କ ଶମରିୟା ଅଧିକାର ଅନନ୍ତର ଯିହୁଦାର ରାଜା ହିଜକିୟଙ୍କର ରାଜତ୍ୱର ଚତୁର୍ଥ ବର୍ଷରେ ଓ ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ୱର ସପ୍ତମ ବର୍ଷରେ ଅଶୂରର ରାଜା ସଲ୍ମନେଷର ଶମରିୟା ବିରୁଦ୍ଧରେ ଯୁଦ୍ଧ କରିବାକୁ ଯାଇ ତାଙ୍କୁ ଅବରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।